33.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଡିସେମ୍ବର ୧ରୁ ଖୋଲିବ ମେଡିକାଲ କଲେଜ

ଡିସେମ୍ବର ୧ରୁ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଦୀର୍ଘଦିନ ଧରି ବନ୍ଦ ଥିବା ମେଡିକାଲ କଲେଜ ଏବେ ପୁଣି ଖୋଲିବ । ଡିସେମ୍ବର ୧ରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବାକୁ ଯାଉଛି । ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉଚ୍ଚଶିକ୍ଷା ବିଭାଗର ସଚିବ, ଡିନ୍ ,ପ୍ରିନ୍ସିପାଲ ଓ ବିଭିନ୍ନ ମେଡିକାଲ୍ କଲେଜର ପରୀକ୍ଷା ନିୟନ୍ତ୍ରକଙ୍କ ସହ ଆଲୋଚନା ପରେ ସ୍ୱାସ୍ଥ୍ୟ ଓ ପରିଵାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏହି ସମୟରେ କରୋନା ଗାଇଡଲାଇନ ମାନିବା ସହ ଏସଓପି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସମସ୍ତ ମେଡିକାଲ କଲେଜ କର୍ତ୍ତୃପକ୍ଷମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking