30.1 C
Bhubaneswar
Saturday, September 21, 2024
Homeଓଡିଶା୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଭିନ୍ନ ସରକାରୀ ଓ ବେସରକାରୀ ସଂଗଠନର...

୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଭିନ୍ନ ସରକାରୀ ଓ ବେସରକାରୀ ସଂଗଠନର କର୍ମକର୍ତ୍ତା

ଭୁବନେଶ୍ୱର: ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଭିନ୍ନ ସରକାରୀ ଓ ବେସରକାରୀ ସଂଗଠନର କର୍ମକର୍ତ୍ତା। ନବୀନ ନିବାସରେ ଭି.କେ ପାଣ୍ଡିଆନଙ୍କୁ ୮ଟି ସଂଗଠନର କର୍ମକର୍ତ୍ତା ସାକ୍ଷାତ କରି ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ଓଡ଼ିଶା ରାଜ୍ୟ ଶୀର୍ଷ ସମବାୟ ସଂସ୍ଥାର ସମସ୍ତ କର୍ମକର୍ତ୍ତା, ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷା ଓ ଶିକ୍ଷା ନିରୀକ୍ଷକ ସଂଘ, ଲିଙ୍ଗିପୁର ସନ୍ଥ ବିହାର ଉନ୍ନୟନ ସମିତି, ଏସ୍‌ଟି-ଏସ୍‌ସି ବିଭାଗର କର୍ମଚାରୀ ମେତା, ଏକାମ୍ର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତର ନେତୃବୃନ୍ଦ, ଡାଓସିସି ଅଫ କଟକ ଚର୍ଚ୍ଚ ଅଫ୍ ନର୍ଥ ଇଣ୍ଡିଆର କର୍ମକର୍ତ୍ତାମାନେ ଭି.କେ ପାଣ୍ଡିଆନଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।

ଲୋକାର୍ପିତ ହେଲା ଓଡିଶା ଟେବୁଲ ଟେନିସ୍‌ ଏକାଡେମୀ; ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ ୩୩ ଟେବୁଲ ଟେନିସ୍‌ ସେଣ୍ଟର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking