ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାର ଏହି ବୈଠକ ହୋଇଥିବା ସୂଚନା ରହିଛି । ପରିକ୍ରମା ପ୍ରକଳ୍ପ ଓ ରତ୍ନଭଣ୍ଡାର ସମ୍ପର୍କରେ ଆଲୋଚନା ହୋଇଥିବା ଖବର ସାମ୍ନାକୁ ଆସିଛି । ବଲାଙ୍ଗୀର ବଡ଼ମାଳରେ ଗୋଳାବାରୁଦ କାରଖାନା ନିକଟରେ ବୁଲୁଛି କଲରପତରିଆ ବାଘ