32.1 C
Bhubaneswar
Friday, April 26, 2024
Homeଓଡିଶାକରୋନା ଭାଇରାସର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବୈଠକ

କରୋନା ଭାଇରାସର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବୈଠକ

ଯାଜପୁର : ଯାଜପୁରରେ କରୋନା ଭାଇରାସର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲାପାଳ ଇନ୍ଦ୍ରମଣି ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । କରୋନା ଭାଇରସକୁ ନଡରି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଥିଲା । ବିଶେଷ କରି ପରିସ୍କାର ପରିଚ୍ଛନ୍ନ ଉପରେ ଗୁରୁତ୍ୱ ଦେବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି ।
https://onakhabar.com/2020/03/13/cuttack-scb-medical-need-more-medicines-and-staff-wrote-letter-to-dmet/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking