18.1 C
Bhubaneswar
Tuesday, November 19, 2024
Homeଓଡିଶାନନ୍ଦନକାନନରେ କେନ୍ଦ୍ରୀୟ ଚିଡିଆଖାନା ସଦସ୍ୟ

ନନ୍ଦନକାନନରେ କେନ୍ଦ୍ରୀୟ ଚିଡିଆଖାନା ସଦସ୍ୟ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପରିଦର୍ଶନରେ ପହଂଚିଛନ୍ତି ଚିଡିଆଖାନା ସଦସ୍ୟ । ସୂଚନା ମୁତାବକ ସେମାନେ ୩ ଦିନ ଧରି ନନ୍ଦନକାନନ ପ୍ରାଣୀ ଓ ଉଦ୍ଭିଦ ଉଦ୍ୟାନ ପର୍ଯ୍ୟବେକ୍ଷଣ କରିବେ । ଆସନ୍ତା ୨୦ ବର୍ଷ ପାଇଁ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା କରିବେ ।

ନନ୍ଦନକାନନରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ନିକଟରେ ଥିବା ଚନ୍ଦକା ଜଙ୍ଗଲ ଭିତରେ ପ୍ରାକୃତିକ ପରିବେଶରେ ଥିବା ଚିଡ଼ିଆଖାନା । ଏହା ମୋଟ ୪୦୦ ହେକ୍ଟର ଜମି(୯୦୦ ଏକର)ମଧ୍ୟରେ ଚିଡିଆଖାନା ଓ ବଟାନିକାଲ ବଗିଚା ରହିଅଛି । ୧୯୬୦ ମସିହାରେ ଏହା ପ୍ରତିଷ୍ଠା କରାଯାଇଥିଲା ଓ ୧୯୭୯ ମସିହାରେ ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଥିଲ। । ନନ୍ଦନକାନନର ଅର୍ଥ ସ୍ୱର୍ଗର ବଗିଚା ଏହା ଏସିଆର ସବୁଠୁ ବଡ଼ ଚିଡ଼ିଆଖାନା ଓ ପୃଥିବୀର ସବୁଠୁ ବଡ଼ ବିରଳ ଧଳାବାଘ ପ୍ରଜନନ କେନ୍ଦ୍ର । ଏହା ମୁଖ୍ୟତଃ ଦୁଇ ଭାଗରେ ବିଭକ୍ତ । ଜୀବଜନ୍ତୁ ଉଦ୍ୟାନ ଓ ଉଦ୍ଭିଦ ଉଦ୍ୟାନ । World Association of Zoos and Aquariums (WAZA)ର ସଦସ୍ୟତା ହାସଲ କରିବାରେ ଏହି ଚିଡ଼ିଆଖାନା ଭାରତରେ ପ୍ରଥମ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking