13.1 C
Bhubaneswar
Monday, January 19, 2026
Homeଓଡିଶାବିଜେଡିରେ ମେରୀ ରାୟ ଶାସନ ଚାଲିଛି : ପ୍ରତାପ ଷଡ଼ଙ୍ଗୀ

ବିଜେଡିରେ ମେରୀ ରାୟ ଶାସନ ଚାଲିଛି : ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର : ଅମର ଶତପଥୀଙ୍କୁ ନେଇ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର ନାଁ ତଳକୁ ତଳକୁ ଯାଉଛି, ତାଙ୍କର ସେହି ଅବସ୍ଥା ବୋଲି ଅମର କହିଛନ୍ତି। ସେ ଆହୁରି କହିଛନ୍ତି, ସେ ଦଳରେ ଗଣତନ୍ତ୍ର ନାହିଁ, ବିଜେଡିରୁ ପ୍ରତିଷ୍ଠାତା ସଦସ୍ୟ ଯାଇ ସାରିଲେଣି।ସେ ଦଳରେ ମେରୀ ରାୟ ଶାସନ ଚାଲିଛି, ଏମିତିରେ ଦଳରେ ତିଷ୍ଠିବା ମୁସ୍କିଲ ବୋଲି ପ୍ରତାପ କହିଛନ୍ତି। ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking