33.1 C
Bhubaneswar
Tuesday, April 30, 2024
Homeଓଡିଶା୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟର କେତେକ ଜିଲ୍ଲାରେ ଆଜି ବି କୋହଲା ପାଗ ଦେଖିବାକୁ ମିଳିଛି । ୧୦ ଜିଲ୍ଲାର କେତେକ ସ୍ଥାନରେ କୋହଲା ପାଗ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼ର କିଛି ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କୋହଲା ପାଗ ଦେଖିବାକୁ ମିଳିଛି । ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା , ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼କୁ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking