29.1 C
Bhubaneswar
Monday, June 24, 2024
Homeଓଡିଶା୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ବର୍ଷାରେ ଲାଗିବ ବ୍ରେକ । ତାତିରୁ ମିଳିବ ମୁକ୍ତି । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଞ୍ଚଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ବିଜୁଳି ଘଡଘଡି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ କେନ୍ଦୁଝର,ସୁନ୍ଦରଗଡ,ଝାରସୁଗୁଡା,ନୂଆପଡା ଏବଂ ବରଗଡ ଭଳି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ୟ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking