ଭୁବନେଶ୍ୱର : ମେଟ୍ରୋ ପ୍ରକଳ୍ପ ପାଇଁ ଆଜି ଯାଏଁ ଖର୍ଚ୍ଚ ହେଲାଣି ୩୯୩ କୋଟି । ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିମିଟେଡକୁ ଫି ଦିଆଯାଇଛି । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଉତ୍ତର ରଖିଛନ୍ତି ।