32.9 C
Bhubaneswar
Friday, April 10, 2026
Homeଓଡିଶାମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି: ମନ୍ତ୍ରୀ

ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି: ମନ୍ତ୍ରୀ

ଭୁବନେଶ୍ୱର: ମେଟ୍ରୋ ପ୍ରକଳ୍ପକୁ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି ସାମୟିକ ଭାବେ ସ୍ଥଗିତ ରହିଛି । ଭୁବନେଶ୍ୱର ମେଟ୍ରୋ କର୍ପୋରେସନ ବନ୍ଦ ହୋଇନି , ଅଫିସ ଚାଲୁ ରହିଛି । ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଛି । ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ମଧ୍ୟ ଗଠନ ହୋଇଛି । ଅନ୍ୟପଟେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖି ମେଟ୍ରୋ ପ୍ରକଳ୍ପ ପୁନଃବିଚାର ଦାବି କରିଛନ୍ତି । ଜନସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ପୁନଃବିଚାର କରିବା ପାଇଁ ସେ ନିବେଦନ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking