37.1 C
Bhubaneswar
Sunday, May 5, 2024
Homeଓଡିଶାଭୁବନେଶ୍ୱରର ଯେଉଁ ଜାଗାରେ ସଂକ୍ରମଣ ବଢିବ ସେଠି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯିବ : ଡିଏମଇଟି

ଭୁବନେଶ୍ୱରର ଯେଉଁ ଜାଗାରେ ସଂକ୍ରମଣ ବଢିବ ସେଠି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯିବ : ଡିଏମଇଟି

ଭୁବନେଶ୍ୱର: ଭୁବନେଶ୍ୱରର ଯେଉଁ ଜାଗାରେ ସଂକ୍ରମଣ ବଢିବ ସେଠି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯିବ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି। ପୂର୍ବରୁ କିଛି ଜାଗାରେ ସଂକ୍ରମଣ ବଢିବା ପାଇଁ, ଲୋକଙ୍କ ହିତ ଦୃଷ୍ଟିରୁ କଣ୍ଟେନମେଣ୍ଟ ଜୋନ କରାଯାଇଥିଲା। ୭ ଦିନ ହେଲାଣି ସଂକ୍ରମଣ ଉପର ତଳ ହେଉଛି। ମାତ୍ର ଭୁବନେଶ୍ୱରରେ କିଛି ସଂକ୍ରମଣ ବଢିଛିl ସଂକ୍ରମଣ ବୃଦ୍ଧି ଲୋକମାନଙ୍କ ଚାଲିଚଳନ ଓ ଆଚରଣ ଉପରେ ନିର୍ଭର କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking