29.1 C
Bhubaneswar
Sunday, April 21, 2024
Homeଦେଶ ବିଦେଶଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସିଇଓ ବିଲ୍‌ ଗେଟ୍‌ସ

ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସିଇଓ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର: ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍‌ ଗେଟ୍‌ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନକୁ ଯାଇପାରନ୍ତି। ୨୦୧୭ରେ ମେଲିଣ୍ଡା ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା। ଓଡ଼ିଶାରେ କୃଷିରେ ଉନ୍ନତି ପାଇଁ ରାଜ୍ୟ ସରକାର ସହ ସେ ଚୁକ୍ତି କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ହୋଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking