ଭୁବନେଶ୍ୱର :ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲରେ ମିଳିବ । ୨୦୨୫-୨୬ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ । ଏଥିପାଇଁ ବର୍ଷକୁ ୫୭୦.୭୧ କୋଟି ଟଙ୍କା ଖର୍ଚ୍ଚ ହେବ ।