28.1 C
Bhubaneswar
Saturday, January 17, 2026
Homeଓଡିଶାମିଡ୍ ଡେ’ ଅପରେସନ୍ ବି ଫେଲ୍‌: ଲେନିନ୍

ମିଡ୍ ଡେ’ ଅପରେସନ୍ ବି ଫେଲ୍‌: ଲେନିନ୍

ଭୁବନେଶ୍ୱର: ମିଡ୍ ଡେ’ ଅପରେସନ ବି ଫେଲ୍ କହିଲେ ବିଜେଡି ନେତା ଲେନିନ ମହାନ୍ତି । ମିଡ୍ ନାଇଟ୍ ଅପରେସନ୍ ଫେଲ୍ ହୋଇଥିଲା, ମିଡ୍ ଡେ’ ଅପରେସନ ବି ଫେଲ୍ ହୋଇଗଲା । ମିଡ୍ ଇଭିନିଙ୍ଗ ଅପରେସନ୍ ବି ଫେଲ୍ ହେବ କହିଲେ ଲେନିନ ମହାନ୍ତି । ଏହା ସହ ସେ କହିଛନ୍ତି ଯେ ଦଳକୁ ଦୁର୍ବଳ କରିବାକୁ ଷଡଯନ୍ତ୍ର କରାଯାଇଥିଲା । ଏଥିରେ ବିଜୟ ମହାପାତ୍ର, ଅରବିନ୍ଦ ମହାପାତ୍ର, ସନାତନ ମହାକୁଡ ଅଂଶ ଥିଲେ । ଗତ କିଛି ମାସ ହେବ ଏମାନେ ଷଡଯନ୍ତ୍ରରେ ସାମିଲ୍ ଥିଲେ । କିଛି ଲାଗିଛନ୍ତି ଦଳକୁ ଦୁର୍ବଳ କରିବାକୁ, ବିଜୟ ମହାପାତ୍ର ବ୍ୟାକଅପ୍ ଦେଉଥିଲେ । ଗୋଟେ ପ୍ରଶ୍ନ ଉଠୁଛି ଯେ ଅନ୍ୟମାନଙ୍କ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି । ଦେବାଶିଷ ସାମନ୍ତରାୟଙ୍କ ଭଳି କିଛି ନେତା କହିନାହାନ୍ତି ଦଳ ଭାଙ୍ଗୁ ବୋଲି । କିନ୍ତୁ ଏମାନେ ଦଳକୁ କ୍ଷତି କରିବାକୁ ଚେଷ୍ଟା କରୁଥିଲେ, ସେଥିପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦୁର୍ନିତିଗ୍ରସ୍ତ ଓ ବିଶ୍ୱାସଘାତକତା ପାଇଁ ନିଲମ୍ବନ ହେଲେ । ମାସ ମାସ ଧରି ବିଚାର ପରେ ପ୍ରମାଣିତ ହେଲା, ତାପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । କିଏ ବ୍ୟାକଅପ୍ ଦେବ, କିଏ ସଙ୍ଗଠିତ କରିବ, କିଏ କାର୍ଯ୍ୟକାରୀ କରିବ ବଣ୍ଟାଯାଇଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking