ଭୁବନେଶ୍ୱର: ସ୍କୁଲ ପିଲାଙ୍କ ମଧ୍ୟାହ୍ନଭୋଜନ ସହାୟତା ରାଶି ବୃଦ୍ଧି କରାଯିବ । ମିଲ ପିଛା ସହାୟତା ରାଶି ୧ ଟଙ୍କା ବୃଦ୍ଧି ହେବ ବୋଲି ଗଣ ଶିକ୍ଷା ମନ୍ତ୍ରୀ କହିଛନ୍ତି । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ଦେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।