କୋରାପୁଟ‌ରେ ମୃଦୁ ଭୂମିକମ୍ପ

କୋରାପୁଟ: କୋରାପୁଟ ଜିଲ୍ଲାରେ ଶୁକ୍ରବାର ଭୋର ୫.୫ ମିନିଟରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଜିଲ୍ଲାର ନାରାୟଣପାଟଣା ଓ ଲକ୍ଷ୍ମୀପୂରରେ ଏହି ଭୂକମ୍ପ ହୋଇଥିବା ସାଧାରଣରେ ମତ ପ୍ରକାଶ ପାଇଛି। ହଠାତ ଭୋରରେ ଲୋକେ ଉଠିଥିବାବେଳେ ଝରକା ଗୁଡିକ ଆପେ ଆପେ ଦୋହଲିବାରେ ଲାଗିଥିଲା। ଘରେ ଥିବା ଆସବାବପତ୍ର ବି ଦୋହଲି ଥିଲା। ଲୋକେ ଭୟରେ ଘରୁ ବାହାରକୁ ବାହାରି ଆସିଥିଲେ। ପରେ ଏହା ଭୂକମ୍ପ ବୋଲି ଜଣାପଡିଥିଲା। ତେବେ ଜଗଦଳପୁରଠାରୁ ୧୨୯ କିମି ଦୂରରେ ଭୂକମ୍ପର … Continue reading କୋରାପୁଟ‌ରେ ମୃଦୁ ଭୂମିକମ୍ପ