ସମୂହ ଛୁଟିରେ ଯିବେ ଲକ୍ଷାଧିକ ପ୍ରାଥମିକ ଶିକ୍ଷକ: ୫୦ ହଜାର ସ୍କୁଲରେ ପଡ଼ିବ ତାଲା

ଭୁବନେଶ୍ବର : ଗଣଶିକ୍ଷା ସଚିବ କିମ୍ବା ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କ ଆଶ୍ବାସନା କାମ ଦେଲାନି। ବାରମ୍ବାର ପ୍ରତିଶ୍ରୁତି ଦେଇ ଠକୁଥିବାରୁ ଶିକ୍ଷକ ସଂଘର ନେତାମାନେ ଆଉଏମାନଙ୍କୁ ବିଶ୍ବାସକୁ ନେଇ ନାହାନ୍ତି। ଏଥର ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ସିଧା ସିଧା କହିଛନ୍ତି ଯେ ଦାବିଗୁଡ଼ିକ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନିଅନ୍ତୁ ଏବଂ ପ୍ରତିଶ୍ରୁତି ଦିଅନ୍ତୁ। ନ ହେଲେ ବୁଧବାରଠାରୁ ରାଜ୍ୟର ୧ ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ସମୂହ ଛୁଟିରେ ଯିବେ। ସ୍କୁଲ ଆସିବେ … Continue reading ସମୂହ ଛୁଟିରେ ଯିବେ ଲକ୍ଷାଧିକ ପ୍ରାଥମିକ ଶିକ୍ଷକ: ୫୦ ହଜାର ସ୍କୁଲରେ ପଡ଼ିବ ତାଲା