27.1 C
Bhubaneswar
Friday, December 5, 2025
Homeଓଡିଶାମଣ୍ଡି ଦାୟିତ୍ୱରେ ମନ୍ତ୍ରୀ

ମଣ୍ଡି ଦାୟିତ୍ୱରେ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ୟେକ ଜିଲ୍ଲା ପାଇଁ ଜଣେ ଜଣେ ମନ୍ତ୍ରୀଙ୍କୁ ମଣ୍ଡି ଦାୟିତ୍ୱ। ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ । ଏନେଇ ଗୃହେର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ଧାନ ସଂଗ୍ରହ ସମୟରେ ସମନ୍ୱୟ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଛି । ଜିଲ୍ଲାପାଳ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ଅଫିସରଙ୍କୁ ଦାୟିତ୍ୱ ଦେବେ । ଅଫିସରମାନେ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବେ । ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଷଷ୍ଠ ଦିନ । ସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ । ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗର ମନ୍ତ୍ରୀ । ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ମୁହାଁମୁହିଁ ହୋଇପାରନ୍ତି  ଶାସକ ଏବଂ ବିରୋଧୀ ।  ଧାନ ମଣ୍ଡି ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଦେଇପାରେ ମୁଖ୍ୟ ବିରୋଧୀ ବିଜେଡି ।

ଓଜନରେ ଠକୁଛନ୍ତି ଦୋକାନୀ: ମନ୍ତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking