ମଣ୍ଡି ଦାୟିତ୍ୱରେ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ୟେକ ଜିଲ୍ଲା ପାଇଁ ଜଣେ ଜଣେ ମନ୍ତ୍ରୀଙ୍କୁ ମଣ୍ଡି ଦାୟିତ୍ୱ। ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ । ଏନେଇ ଗୃହେର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ଧାନ ସଂଗ୍ରହ ସମୟରେ ସମନ୍ୱୟ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଛି । ଜିଲ୍ଲାପାଳ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ଅଫିସରଙ୍କୁ ଦାୟିତ୍ୱ ଦେବେ । ଅଫିସରମାନେ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବେ । ଆଜି … Continue reading ମଣ୍ଡି ଦାୟିତ୍ୱରେ ମନ୍ତ୍ରୀ