38.1 C
Bhubaneswar
Friday, April 26, 2024
Homeଓଡିଶାମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ; ଆପୋଲୋ ହସ୍ପିଟାଲରେ ଭର୍ତ୍ତି

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ; ଆପୋଲୋ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର : ରାଜ୍ୟ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଶୁକ୍ରବାର ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏଥିରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଲା। ଏହାପରେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଯାଇଛି। ବର୍ତ୍ତମାନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking