27.1 C
Bhubaneswar
Wednesday, July 3, 2024
Homeଓଡିଶାନକଲି ମଦ ନେଇ ତଦନ୍ତ ଅର୍ଡର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ନକଲି ମଦ ନେଇ ତଦନ୍ତ ଅର୍ଡର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : କଟକରେ ନକଲି ବିଦେଶୀ ମଦ ତିଆରି ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଏହାର ତଦନ୍ତ କରିବାକୁ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅବକାରୀ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତୁରନ୍ତ ଘଟଣାର ତଦନ୍ତ କରିବା ସହ ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ରାଜ୍ୟରେ ନକଲି ମଦ କାରବାର ଉପରେ ନଜର ରଖି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking