37.1 C
Bhubaneswar
Thursday, March 28, 2024
Homeଓଡିଶାମନ୍ତ୍ରୀ ସୁଶାନ୍ତ ସିଂହ ଙ୍କୁ କରୋନା

ମନ୍ତ୍ରୀ ସୁଶାନ୍ତ ସିଂହ ଙ୍କୁ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେଥିରୁ ନେତା, ମନ୍ତ୍ରୀ ଓ ଫିଲ୍ମ ଷ୍ଟାର କେହି ବି ବାଦ ପଡ଼ୁନାହନ୍ତି । ଏହାରି ମଧ୍ୟରେ ଆଜି ଗ୍ରାମ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ପଜିଟିଭ ଚିହ୍ନଟ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ଏବେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ଅନୁରୋଧ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking