ଭୁବନେଶ୍ୱର: ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଗିଦ କରିଛନ୍ତି । ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ୱ ଖୋଲାଯାଉଛି ସ୍କୁଲ । ଅନୁଧ୍ୟାନ କରିବା ସହ ଶିକ୍ଷା ବିଭାଗ ଶକ୍ତ ଆଭିମୁଖ୍ୟ ନେଉଛି । ନିୟମ ଭାଙ୍ଗି ସ୍କୁଲ ଖୋଲା ହେଉଥିଲେ, ଦୃଢ କାର୍ଯ୍ୟାନୁଷ୍ଠାନ ହେବ । ପିଲାଙ୍କ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ କହିଲେ ଗଣଶିକ୍ଷା ମନ୍ତ୍ରୀ ।