ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଶୀ ବୁଢାବଳଙ୍ଗ ନଦୀରେ ବୁଡି ନାବାଳକଙ୍କ ମୃତ୍ୟୁ ହୋଇଛି । ଗାଧୋଇବା ବେଳେ ବୁଡିଗଲେ ନାବାଳକ । ପରିବାର ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ପରିବେଶ ଶୋକାକୁଳ ଦେଖାଦେଇଛି ।