31 C
Bhubaneswar
Thursday, July 9, 2026
Homeଓଡିଶାକାରରେ ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ ଅଭିଯୋଗ

କାରରେ ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ ଅଭିଯୋଗ

ରାଉରକେଲା: ରାଉରକେଲା ସହରରୁ ଆସିଛି ଏକ ଲଜ୍ଜାଜନକ ଘଟଣା । ଜଣେ ୧୪ ବର୍ଷୀୟ ନାବାଳିକାଙ୍କୁ କାରରେ ଅପହରଣ କରି ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଘଟଣାଟି ରାଉରକେଲାର ୩ ନମ୍ବର ସେକ୍ଟର ଥାନା ଅଞ୍ଚଳରେ ଘଟିଛି । ଅଭିଯୋଗ ମୁତାବକ, ତିନି ଜଣ ଯୁବକ କାରରେ ଆସି ନାବାଳିକାଙ୍କୁ ଅପହରଣ କରି ନେଇଥିଲେ ।ପରେ ନାବାଳିକାଙ୍କୁ ନେଇ ଯାଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି । ଘଟଣା ସମ୍ପର୍କରେ ସୂଚନା ପାଇ ପୁଲିସ ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କ ସୁରକ୍ଷା ଓ ଆଇନଗତ ପ୍ରକ୍ରିୟାକୁ ନେଇ ପୁଲିସ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଦିଗରେ ତଦନ୍ତ ଜାରି ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking