30.1 C
Bhubaneswar
Monday, February 16, 2026
Homeଓଡିଶାରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀରେଲଜ୍ଜା ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ତେବେ ପୀଡିତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୁଲିସ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ  ଲାଗିଥିବା ସିସିକ୍ୟାମେରା ଯାଞ୍ଚ କରୁଛି । ହେଲେ ଅଭିଯୁକ୍ତମାନଙ୍କର ଟେର ପାଉନି।ଗତକାଲି ବିଳମ୍ବିତ ରାତିରେ ନାବାଳିକା ଜଣକ ରାସ୍ତାକଡରେ ଗୁରୁତର ଅବସ୍ଥାରେ  ପଡିରହିଥିଲେ। ସ୍ଥାନୀୟ ଲେକେ ଦେଖି ପୋଲିସ ସୂଚନା ଦେବା ପରେ ନାବାଳିକାକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି।  ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।ତାଙ୍କ ଘର ବିହାରରେ ବୋଲି ଜଣାପଡିଛି।ଘଟଣାର ତଦନ୍ତ ଚାଲିଥିବା ବେଳେ  ଖୁବଶୀଘ୍ର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କମିଶନର କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking