30 C
Bhubaneswar
Wednesday, June 17, 2026
Homeଓଡିଶାନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ମୟୂରଭଞ୍ଜ:  ପିଶାଚ ସାଜିଲା ପୁରୁଷ ବନ୍ଧୁ । ମୟୂରଭଞ୍ଜ ରାଇରଙ୍ଗପୁର ଟାଉନ୍ ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା । ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଯୌନ ନିର୍ଯାତନା ଅଭିଯୋଗ । ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇନଥିବା ଏସ୍‌ପି ସ୍ପଷ୍ଟ କରିଥିବା ବେଳେ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି । ପକ୍‌ସୋ ଆକ୍ଟରେ ମାମଲା ରୁଜୁ କରି ଛାନଭିନ୍ ଚଳାଇଛି ପୁଲିସ ।ମାମଲାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ରାଇରଙ୍ଗପୁର ପୁଲିସ। ନାବାଳିକା ଜଣଙ୍କୁ ତାଙ୍କର ଜଣେ ପୁରୁଷ ବନ୍ଧୁ ମୋଟର ସାଇକେଲରେ ଏକ ନିଛାଟିଆ ସ୍ଥାନକୁ ନେଇ ଯୌନ ନିର୍ଯାତନା ଦେଇଥିଲେ । ଅନ୍ୟ ତିନିଜଣ ଯୁବକ ତାଙ୍କୁ ଏଥିରେ ସହଯୋଗ କରିଥିବା ସୂଚନା ରହିଥିବା ଏସ୍‌ପି କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking