25.1 C
Bhubaneswar
Thursday, March 19, 2026
Homeଓଡିଶାପେଟ୍ରୋଲ ଢାଳି ନାବାଳିକାର ଆତ୍ମହତ୍ୟା ଉଦ୍ୟମ

ପେଟ୍ରୋଲ ଢାଳି ନାବାଳିକାର ଆତ୍ମହତ୍ୟା ଉଦ୍ୟମ

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି। ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଉଛି। ତେବେ ଏଯାଏ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି। ତାଙ୍କ ବାପା ଦାଦନ ଖଟିବାକୁ ଯାଇଥିବା ବେଳେ ପୀଡ଼ିତା ନିଜ ମୁାମୁଘରେ ରହି ପାଠପଢ଼ୁଥିବା ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking