30.1 C
Bhubaneswar
Friday, May 9, 2025
Homeଅପରାଧଜଙ୍ଗଲକୁ ଟେକି ନେଇ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଜଙ୍ଗଲକୁ ଟେକି ନେଇ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ୱର: ନାବାଳିକାଙ୍କୁ ଗଣଦୁଷ୍କର୍ମ । ଜଙ୍ଗଲକୁ ଟେକି ନେଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ସୁନ୍ଦରଗଡରୁ ସାମ୍ନାକୁ ଆସିଛି ଏହି ଅଭାବନୀୟ ଘଟଣା । ଖବର ଅନୁସାରେ, ନାବିଳିକା ଜଣକ ଏକୋଇଶିଆ ଭୋଜି ଖାଇ ସାଙ୍ଗଙ୍କ ଫେରୁଥିବା ବେଳେ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଏଥିରେ ୩ଜଣ ଯୁବକଙ୍କ ସଂପୃକ୍ତି ଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ଫେରୁଥିବା ବେଳେ ନାବାଳିକାମାନଙ୍କୁ ଘେରିଥିଲେ ୩ ଯୁବକ । ଅନ୍ୟ ଦୁଇ ନାବାଳିକା ଖସି ପଳାଇଥିବା ବେଳେ ଅନ୍ୟ ୨ ଜଣ ସେମାନଙ୍କ ହାବୁଡରେ ପଡିଯାଇଥିଲେ । ଏନେଇ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ କାହାରିକୁ ଗିରଫ କରାଯାଇ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking