26.1 C
Bhubaneswar
Wednesday, March 18, 2026
Homeଓଡିଶାନାବାଳିକା ଝିଅକୁ ଦୁଷ୍କର୍ମ ଉଦ୍ୟମ

ନାବାଳିକା ଝିଅକୁ ଦୁଷ୍କର୍ମ ଉଦ୍ୟମ

ସମ୍ବଲପୁର: ସମ୍ବଲପୁରଜିଲ୍ଲା ଯୁଯୁମୁରା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ସହ ତାଙ୍କ ନିଜ ବାପା ଦ୍ୱାରା ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ଗତକାଲି ଯୁଯୁମୁରା ଥାନାରେ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ପୁଲିସ ଅଭିଯୋଗ ଆଧାରରେ ମାମଲା   ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣା ସହ ପୋସ୍କୋ ଆଇନ ଅଧୀନରେ ମାମଲା ଚାଲିଛି। ଅନ୍ୟପକ୍ଷରେ, ଅଭିଯୁକ୍ତ ବାପା ବର୍ତ୍ତମାନ ଫେରାର ଅଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking