30.1 C
Bhubaneswar
Saturday, February 14, 2026
Homeଓଡିଶାତେଲ ନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର

ତେଲ ନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ତେଲ ନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ନାବାଳକ ଜଣକ ତୁଷୁରା ଅଞ୍ଚଳର ବୋଲି ଜଣାପଡିଛି। ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ୟ୍ୟନ୍ତ ଜଣାପଡିନାହିଁ। କିନ୍ତୁ ନଦୀ ନିକଟରୁ ଏକ ସାଇକେଲ ଜବତ କରାଯାଇଛି। ସୋମବାର ସନ୍ଧ୍ୟାରୁ ନାବାଳକ ଜଣକ ଘରୁ କେଉଁଆଡେ ଯାଇ ଘରକୁ ଫେରିନଥିଲେ। ଫଳରେ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ହେଲେ କୌଣସି ପତ୍ତା ମିଳିନଥିଲା। ଆଜି ସକାଳୁ ନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ପୁଲିସ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking