ଭୁବନେଶ୍ୱର: ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ନିଯୁକ୍ତ ହେଲେ । କେନ୍ଦୁଝରର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ମିର୍ଦ୍ଧା । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।