26.1 C
Bhubaneswar
Sunday, May 3, 2026
Homeଓଡିଶାମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଓ ଅଦଳବଦଳକୁ ନେଇ ପ୍ରକାଶିତ ବିଭ୍ରାନ୍ତକାରୀ ସମ୍ବାଦ ‘ସଂପୂର୍ଣ୍ଣ ଅମୁଳକ ଏବଂ ଆଧାରହୀନ’...

ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଓ ଅଦଳବଦଳକୁ ନେଇ ପ୍ରକାଶିତ ବିଭ୍ରାନ୍ତକାରୀ ସମ୍ବାଦ ‘ସଂପୂର୍ଣ୍ଣ ଅମୁଳକ ଏବଂ ଆଧାରହୀନ’ :  ମନମୋହନ ସାମଲ

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂର୍ତ୍ତି ହେବାକୁ ଯାଉଛି। ସଂକଳ୍ପ ପତ୍ରରେ ଦିଆ୍‌ାଇଥିବା ପ୍ରତିଶୃତି ମଧ୍ୟରୁ ଅନେକାଂଶ ପୂରଣ ହୋଇସାରିଛି । ଇତି ମଧ୍ୟରେ ଦଳର ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ବିଭିନ୍ନ ମୋର୍ଚ୍ଚା ପଦାଧିକାରିଙ୍କ ନାମ ତାଲିକା ଘୋଷଣା ସରିଛି । ବହୁ ଶୀଘ୍ର ଖାଲି ରହିଥିବା ଦଳୀୟ ପଦପଦବୀର ଅନ୍ୟ ନାମ ତାଲିକା ବି ଘୋଷଣା କରାଯିବ । ମାତ୍ର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଓ ଅଦଳବଦଳକୁ ନେଇ କିଛି ଗଣମାଧ୍ୟମ ଯେଉଁ ଭଳି ଭାବରେ ବିଭ୍ରାନ୍ତକାରୀ ଏବଂ କପୋଳକଳ୍ପିତ ସମ୍ବାଦ ପ୍ରସାରଣ କରିଛନ୍ତି, ତାହା ସଂପୂର୍ଣ୍ଣ ଅମୁଳକ ଏବଂ ଆଦାରହୀନ । ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ସହିତ ଅନ୍ୟ ସମସ୍ତ ଆବଶ୍ୟକ ନିଷ୍ପତ୍ତିଗୁଡିକୁ ସଠିକ ସମୟରେ ନିଆଯିବ ବୋଲି ରାଜ୍ୟ ସଭାପତି  ମନମୋହନ ସାମଲ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking