ଛାତ୍ରୀ ନିଖୋଜ ଘଟଣା : ପୁରୁଷବନ୍ଧୁଙ୍କ ସହ ସ୍ୱିଟି ପଶ୍ଚିମବଙ୍ଗରୁ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ଷ୍ଟେସନରୁ ଇଞ୍ଜିନିୟରିଂ ଛାତ୍ରୀ ସ୍ୱିଟି ରଏ ନିଖୋଜ ଘଟଣା । ପୁରୁଷବନ୍ଧୁଙ୍କ ସହ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରୁ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ସ୍ଥାନୀୟ ପୋଲିସ ସହାୟତା ନେଲା ଜିଆରିପି । ବୁଧବାର ସୁଇଟ୍‌ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଯୋଗେ କୋଲାକାତାରୁ ଭୁବନେଶ୍ଵର ଆସିଥିଲେ । ରାତି ପ୍ରାୟ ୮ଟାରେ ସେ ଭୁବନେଶ୍ଵର ରେଳଷ୍ଟେସନ୍ରେ ଓହ୍ଲାଇଥିଲେ । ପ୍ଲାଟଫର୍ମ ୬ରେ ଥାଇ ସେ ମା’ଙ୍କୁ ଫୋନ୍‌ କରି ଭୁବନେଶ୍ଵରରେ ପହଞ୍ଚିବା ଜଣାଇଥିଲେ । ପ୍ରାୟ … Continue reading ଛାତ୍ରୀ ନିଖୋଜ ଘଟଣା : ପୁରୁଷବନ୍ଧୁଙ୍କ ସହ ସ୍ୱିଟି ପଶ୍ଚିମବଙ୍ଗରୁ ଉଦ୍ଧାର