ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

ଆପଣମାନଙ୍କ ଭାଗିଦାରୀ ମିଶନଶକ୍ତି କୁ ଏକ ନମ୍ବର କାର୍ଯ୍ୟକ୍ରମ କରିପାରିଛି – ମୁଖ୍ୟମନ୍ତ୍ରୀ ସମୟ ବଞ୍ଚିବ, ଦକ୍ଷତା ବଢିବ – ମିଶନ ଶକ୍ତିର ମା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା 8 ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ … Continue reading ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ