30.1 C
Bhubaneswar
Thursday, May 9, 2024
Homeଆଦିତ୍ୟ ଏଲ୍‌-୧ ରକେଟ୍ ଲଞ୍ଚ-୨୦୨୩ସେପ୍ଟେମ୍ବର ୨ରେ ମିଶନ ସୂର୍ଯ୍ୟ

ସେପ୍ଟେମ୍ବର ୨ରେ ମିଶନ ସୂର୍ଯ୍ୟ

ନୂଆଦିଲ୍ଲୀ: ସେପ୍ଟେମ୍ବର ୨ ତାରିଖ ଦିନ ୧୧ଟା ୫୦ରେ ସୂର୍ଯ୍ୟ ଅଭିଯାନ ନେଇ ଘୋଷଣା କରିଛି ଇସ୍ରୋ । ଏନେଇ ଟୁଇଟ୍ କରି ସୂଚନା ଦେଇଛି ଭାରତୀୟ ମହାକାଶ ବିଜ୍ଞାନ କେନ୍ଦ୍ର । ସଫଳ ଚନ୍ଦ୍ରଯାତ୍ରା ପରେ ସୂର୍ଯ୍ୟ ଅଭିଯାନ କରିବାକୁ ପ୍ରସ୍ତୁତ ହୋଇଛି ଭାରତ । ସୂର୍ଯ୍ୟକୁ ନେଇ ଅଧିକ ଅନୁଧ୍ୟାନ କରିବା ପାଇଁ ଇସ୍ରୋ ପକ୍ଷରୁ ଜାରି ରହିଛି ଏହି ଅଭିଯାନ । ଏହି ପରିପ୍ରେକ୍ଷୀରେ ଏକ ମହାକାଶ ଯାନ ସୂର୍ଯ୍ୟ ଅଭିମୁଖେ ପଠାଇବ ଇସ୍ରୋ । ସେପ୍ଟେମ୍ବର ୨ ତାରିଖରେ ସୂର୍ଯ୍ୟ ଅଭିମୁଖେ ଯାତ୍ରା କରିବ ମହାକାଶ ଯାନ – ଆଦିତ୍ୟ ଏଲ୍-ୱାନ୍ । ଏହି ମହାକାଶ ଯାନ ପୃଥିବୀ ଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ ରହି ସୂର୍ଯ୍ୟ ଉପରେ କରିବେ ଗବେଷଣା । ସୂର୍ଯ୍ୟର ଅତି ବାଇଗେଣି ରଶ୍ମିକୁ ନେଇ ତଥ୍ୟ ସଂଗ୍ରହ କରିବ ମହାକାଶ ଯାନ – ଆଦିତ୍ୟ ଏଲ୍-ୱାନ୍ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking