କୋର୍ଟରେ ହାଜର ହେଲେ ବିଧାୟକ ରମେଶ ଜେନା

ଭୁବନେଶ୍ବର: ବହୁଚର୍ଚ୍ଚିତ ଚନ୍ଦ୍ରମା ଆପାର୍ଟମେଣ୍ଟ ଗୁଳିକାଣ୍ଡ ଘଟଣା । ଭୁବନେଶ୍ବରର ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ଗଞ୍ଜାମ ସାନଖେମୁଣ୍ଡି ବିଧାୟକ ରମେଶ ଜେନା । ଏହି ମାମଲାରେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଚାଲିଛି । ଏଥିପାଇଁ ବିଧାୟକ ଆଜି କୋର୍ଟରେ ହାଜର ହୋଇଛନ୍ତି । ଏହି ଗୁଳିକାଣ୍ଡ ଘଟଣାରେ ଅଭିଯୁକ୍ତ ଅଛନ୍ତି ବିଧାୟକ ରମେଶ ଜେନା ସହ ତାଙ୍କର କିଛି ସହଯୋଗୀ । ଏହି ମାମଲାରେ ସେ ଗତ ୮ ଫେବୃଆରୀ ୨୦୧୧ରେ ପୁରୀ ଜିଲ୍ଲା … Continue reading କୋର୍ଟରେ ହାଜର ହେଲେ ବିଧାୟକ ରମେଶ ଜେନା