28.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗରୁଟ୍ ନଂ ୨୯କୁ ଛାଡ଼ି ଆଜିଠୁ ସବୁ ରୁଟ୍‌ରେ ଗଡ଼ିବ ମୋ ବସ୍

ରୁଟ୍ ନଂ ୨୯କୁ ଛାଡ଼ି ଆଜିଠୁ ସବୁ ରୁଟ୍‌ରେ ଗଡ଼ିବ ମୋ ବସ୍

ଭୁବନେଶ୍ବର : ଆଜିଠାରୁ ସ୍ୱାଭାବିକ ହେବ ମୋ ବସ୍ ସେବା। କେବଳ ରୁଟ୍ ନଂ ୨୯କୁ ଛାଡ଼ି ବାକି ୨୨ଟି ରୁଟ୍‌ରେ ୧୪୪ଟି ମୋ ବସ୍ ଧାର୍ଯ୍ୟ ସମୟରେ ଚଳାଚଳ କରିବ। ଏ ସମ୍ପର୍କରେ ପରିଚାଳନାକାରୀ ସଂସ୍ଥା କ୍ରୁଟ୍ ପକ୍ଷରୁ ସୂଚନା ଦିଆଯାଇଛି। କରୋନା କଟକଣା ଯୋଗୁ କିଛି ମାସ ଧରି ମୋ ବସ୍ ଚଳାଚଳ ବନ୍ଦ ରହିଥିଲା। ଏହାପରେ ପର୍ଯ୍ୟାୟକ୍ରମେ ମୋ ବସ୍ ସେବା ଆରମ୍ଭ ହୋଇଥିଲା। ଏବେ ସ୍ଥିତି କିଛିଟା ସ୍ୱାଭାବିକ ହୋଇଯାଇଥିବାରୁ କେବଳ ରୁଟ୍ ନଂ ୨୯କୁ ଛାଡ଼ି ଆଜିଠୁ ସବୁ ରୁଟ୍‌ରେ ମୋ ବସ୍ ସେବା ଚଳାଚଳ କରିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking