୩୨ ବର୍ଷରେ ମଡେଲ ତଥା ଅଭିନେତ୍ରୀ ପୁନମ୍ ପାଣ୍ଡେଙ୍କ ପରଲୋକ

ନୂଆଦିଲ୍ଲୀ : ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କର ପରଲୋକ ହୋଇଯାଇଛି । ମାତ୍ର ୩୨ ବର୍ଷ ବୟସରେ ମଡେଲ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ପରଲୋକ ଘଟିଛି । ତେବେ ସର୍ଭିକାଲ କ୍ୟାନସର ପାଇଁ ତାଙ୍କର ଦେହାନ୍ତ ହୋଇଛି । ତାଙ୍କର ପରଲୋକ ନେଇ ଏହି ସୂଚନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଦିଆଯାଇଛି । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଫେବ୍ରୁଆରି ୧ ତାରିଖ ରାତିରେ ସର୍ଭିକାଲ୍ କ୍ୟାନସରରେ … Continue reading ୩୨ ବର୍ଷରେ ମଡେଲ ତଥା ଅଭିନେତ୍ରୀ ପୁନମ୍ ପାଣ୍ଡେଙ୍କ ପରଲୋକ