19.1 C
Bhubaneswar
Thursday, February 12, 2026
Homeଓଡିଶାଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଭୁବନେଶ୍ୱର: ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । କହିଛନ୍ତି, ରାଜଧାନୀକୁ ସମ୍ପୂର୍ଣ୍ଣ ଗାଈଗୋରୁ ମୁକ୍ତ କରାଯିବ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking