24.1 C
Bhubaneswar
Saturday, March 21, 2026
Homeଓଡିଶା୧୧ ଜିଲ୍ଲାରେ ମାଧ୍ୟମଧରଣର ବର୍ଷା

୧୧ ଜିଲ୍ଲାରେ ମାଧ୍ୟମଧରଣର ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ଟ୍ବିନ୍‌ସିଟି ସହ ବିଭିନ୍ନ ଜିଲାରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ, ଯାଜପୁରରେ କୋହଲା ପାଗ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବର ସହ କଟକର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ଅନ୍ୟପକ୍ଷେ ୧୧ଟି ଜିଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଅନ୍ୟପକ୍ଷେ ଠିକ ଅମଳ ବେଳକୁ ଅଦିନିଆ ବର୍ଷା ଚାଷୀଙ୍କୁ ଧୋକା ଦେଇଛି। ଜମିରେ ଧାନ କଟା ହୋଇ ପଡ଼ିଥିବା ବେଳେ ହଠାତ ଅଦିନିଆ ଲଗାଣ ବର୍ଷାରେ ଭିଜି ଯାଇଛି ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକରେ ଏକର ଏକର ଧାନ ଫସଲ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking