34.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଜାତି ଜନଗଣନାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ମୋଦି ସରକାର ମହିଳା ସଂରକ୍ଷଣ ବିଲ ଆଣିଛନ୍ତି:...

ଜାତି ଜନଗଣନାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ମୋଦି ସରକାର ମହିଳା ସଂରକ୍ଷଣ ବିଲ ଆଣିଛନ୍ତି: ରାହୁଲ

ନୂଆଦିଲ୍ଲୀ: ମହିଳା ସଂରକ୍ଷଣ ବିଲ ପାସ୍ ହେବା ପରେ ଲାଗୁ ହେବାର ବିଳମ୍ବତାକୁ ନେଇ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଜନଗଣନାର କାରଣ ଦର୍ଶାଇ ବିଲ ଲାଗୁ ନକରିବା ଏକ ରାଜନୈତିକ ରଣନୀତି । ଜାତି ଜନଗଣନାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ମୋଦୀ ସରକାର ଏହି ବିଲ ଆଣିଛନ୍ତି । ଏଥିସହ ବିଲରେ ଓବିସି ମହିଳାଙ୍କ ପାଇଁ ସଂରକ୍ଷଣ ନଥିବା କଥା ଉଠାଇଛନ୍ତି ରାହୁଲ । ୨୦୧୦ରେ ୟୁପିଏ ସରକାର ଆଣିଥିବା ମହିଳା ସଂରକ୍ଷଣ ବିଲରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଥିଲା । ହେଲେ କେନ୍ଦ୍ର ସରକାର ଆଣଥିବା ବିଲରେ ଓବିସି ମହିଳାଙ୍କ ପାଇଁ ସଂରକ୍ଷଣ ନଖିବାକୁ ନେଇ ପ୍ରଶ୍ନ କରିଛନ୍ତି ରାହୁଲ ଗାନ୍ଧୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking