ମୋଦୀ ପୁଣି ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା

ୱାଶିଂଟନ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂନର୍ବାର ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା  ବିବେଚିତ ହୋଇଛନ୍ତି । ମର୍ଣ୍ଣିଂ କନସଲ୍ଟ ପକ୍ଷରୁ ଜାରି ରିପୋର୍ଟ ଅନୁଯାୟୀ ମୋଦୀ ୭୬ ପ୍ରତିଶତ ରେଟିଂ ପଏଣ୍ଟ ପାଇ ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା ଭାବେ ପରିଗଣିତ ହୋଇଛନ୍ତି । ଗତ ଫେବୃଆରୀରେ ମର୍ଣ୍ଣିଂ କନସଲ୍ଟ ପକ୍ଷରୁ ହୋଇଥିବା ସର୍ଭେରେ ମଧ୍ୟ ମୋଦୀ ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା ବିବେଚିତ ହୋଇଥିଲେ। ସେତେବେଳେ ମୋଦୀଙ୍କ ରେଟିଂ ପଏଣ୍ଟ ୭୮ ରହିଥିବାବେଳେ ଏଥିରେ … Continue reading ମୋଦୀ ପୁଣି ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା