କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋଦି

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୋଦୀଙ୍କ ସହିତ ନୂଆ ମେଣ୍ଟ ସରକାରର ୭୧ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀ ଥିବା ବେଳେ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଏବଂ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଷ୍ଟ୍ରପତି ଭବନ‌ ପ୍ରାଙ୍ଗଣରେ ଅନୁଷ୍ଠିତ ଐତିହାସିକ ଶପଥ ସମାରୋହରେ ୭୩ ବର୍ଷୀୟ ପ୍ରଧାନମନ୍ତ୍ରୀ ମୋଦୀ ଓ … Continue reading କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋଦି