26.1 C
Bhubaneswar
Wednesday, March 19, 2025
Homeଦେଶ ବିଦେଶସଂସଦରେ ଜବାବ ରଖିବେ ମୋଦୀ

ସଂସଦରେ ଜବାବ ରଖିବେ ମୋଦୀ

ନୂଆଦିଲ୍ଲୀ :ସଂସଦରେ ଜବାବ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବଜେଟ୍ ଅଧିବେଶନର ଆଜି ଚତୁର୍ଥ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ଅପରାହ୍ଣ ୫ଟାରେ ନିଜ ମନ୍ତବ୍ୟ ରଖିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ମତ ରଖିବେ ମୋଦୀ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ୧ ଘଣ୍ଟା ଧରି ଅଭିଭାଷଣ ରଖିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ସମସ୍ତେ ନିଜ ନିଜ ମତ ରଖୁଛନ୍ତି । ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଜ ମତ ରଖିଥିବାବେଳେ ଆଜି ପ୍ରଧାନମନ୍ତ୍ରୀ ମୋଦୀ ନିଜ ମତ ରଖିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking