31.1 C
Bhubaneswar
Friday, March 29, 2024
Homeଓଡିଶାନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ନବୀନଙ୍କୁ ସବୁଆଡୁ ଜନ୍ମଦିନ ଶୁଭେଚ୍ଛା ମିଳିବାରେ ଲାଗିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରୋନା ସଂକ୍ରମଣ ଦୃଷ୍ଟିରୁ ଏଥର ଜନ୍ମଦିନ ପାଳନ କରୁନାହାନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking