ନୂଆଦିଲ୍ଲୀ: ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ରାତି ୮ଟାରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ଅପରେସନ ସିନ୍ଦୂର ସମ୍ପର୍କରେ ଭାଷଣ ଦେଇପାରନ୍ତି ।