32.1 C
Bhubaneswar
Sunday, May 19, 2024
Homeଓଡିଶାବ୍ରହ୍ମପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ବ୍ରହ୍ମପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ବ୍ରହ୍ମପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନିଷି ନିର୍ବାଚନୀ ସଭାରେ ଯୋଗଦେବେ ମୋଦି । ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ରହିବେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାଲାଗି କଡା ସୁରକ୍ଷା ବ୍ୟବସ୍ଥାର ଆୟୋଜନ ହୋଇଛି । ବ୍ରହ୍ମପୁର କାର୍ଯ୍ୟକ୍ରମ ପରେ ନବରଙ୍ଗପୁର ଯିବେ ମୋଦି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking