26.8 C
Bhubaneswar
Monday, April 6, 2026
Homeଓଡିଶାପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking