28.1 C
Bhubaneswar
Sunday, March 29, 2026
Homeଓଡିଶାରାଜ୍ୟସ୍ତରୀୟ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜ୍ୟସ୍ତରୀୟ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଛନ୍ତି। ପୁଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking